ଦୁଇ ପରିବାର ମଧ୍ୟରେ ସଂଘର୍ଷ; ଜଣେ ମୃତ, ୬ ଆହତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, September 14, 2018

ଦୁଇ ପରିବାର ମଧ୍ୟରେ ସଂଘର୍ଷ; ଜଣେ ମୃତ, ୬ ଆହତ

trepolice,,,

ଆନନ୍ଦପୁର (ଓଡ଼ିଶା ରିପୋର୍ଟର): କେନ୍ଦୁଝର ଜିଲ୍ଲା ଘସିପୁରା ଥାନା ଅନ୍ତର୍ଗତ ବାରିଗାଁରେ ଦୁଇ ପରିବାର ମଧ୍ୟରେ ସଂଘର୍ଷ ଘଟି ଜଣଙ୍କର ମୃତ୍ୟୁ ହୋଇଛି। ୬ ଜଣ ଆହତ ହୋଇଛନ୍ତି। ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ପୂର୍ବ ଶତ୍ରୁତାକୁ ନେଇ ଦୁଇ ପରିବାର ମଧ୍ୟରେ ସଂଘର୍ଷ ହୋଇଥିଲା।

ଏହି ଘଟଣାରେ ପୁଲିସ୍ ୩ ଜଣଙ୍କୁ ଅଟକ ରଖିଛି।



from Odisha Reporter https://ift.tt/2xko2MH

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages