ଆଇଏଏସ୍‌ ସ୍ତରରେ ଅଦଳବଦଳ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, September 7, 2018

ଆଇଏଏସ୍‌ ସ୍ତରରେ ଅଦଳବଦଳ

Odisha-

ଭୁବନେଶ୍ୱର( ଓଡ଼ିଶା ରିପୋର୍ଟର) : ରାଜ୍ୟ ସରକାର ଶୁକ୍ରବାର ଆଇଏଏସସ୍ତରରେ କେତେକ ଅଦଳବଦଳ କରିଛନ୍ତି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ୨୦୦୮ ବ୍ୟାଚ୍‌ ଆଇଏଏସ୍‌ ବି.ପରମେଶ୍ୱରଙ୍କୁ ଉଚ୍ଚଶିକ୍ଷା ବିଭାଗର ନିର୍ଦ୍ଦେଶକ ଭାବେ ବଦଳି କରାଯାଇଥିବା ବେଳେ ୨୦୧୪ ବ୍ୟାଚ୍‌ ଆଇଏଏସ୍‌ ବି.ସ୍ୱଧାଦେବଙ୍କୁ ଭୁବନେଶ୍ୱର ଉନ୍ନୟନ ପ୍ରାଧିକରଣର ଅତିରିକ୍ତ କମିଶନର, ୨୦୦୩ ବ୍ୟାଚ୍ ଆଇଏଏସ୍ ଧୀରେନ୍ କୁମାର ପଟ୍ଟନାୟକଙ୍କୁ ଗୋପବନ୍ଧୁ ପ୍ରଶାସନିକ ଏକାଡେମୀର ଅତିରିକ୍ତ କମିଶନର, ୨୦୦୫ ବ୍ୟାଚ୍ ଆଇଏଏସ୍‌ ରତ୍ନାକର ରାଉତଙ୍କୁ ‘ଓରେଡା’ର ମୁଖ୍ୟ କାର୍ଯ୍ୟନିର୍ବାହୀ ଓ ଆଇଏଏସ୍‌ ଶରତ ଚନ୍ଦ୍ର ନାୟକଙ୍କୁ କଟକ ମହାନଗର ନିଗମର କମିଶନର ଭାବେ ବଦଳି କରାଯାଇଛି।

 



from Odisha Reporter https://ift.tt/2Qdfyje

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages