ଆହୁରି ୨୪ ଘଣ୍ଟା ବର୍ଷିବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, October 11, 2018

ଆହୁରି ୨୪ ଘଣ୍ଟା ବର୍ଷିବ

90

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବାତ୍ୟା ‘ତିତ୍‌ଲି’ ଉତ୍ତର-ପୂର୍ବକୁ ଗତି କରି ଏବେ କନ୍ଧମାଳ ଓ ଅନୁଗୋଳରେ ପହଞ୍ଚିଛି। ଧୀରେ ଧୀରେ ତିତ୍‌ଲି ମୟୂରଭଞ୍ଜ ହୋଇ ପଶ୍ଚିମବଙ୍ଗ ମୁହାଁ ହେବ।

ଏହାର ପ୍ରଭାବରେ ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଆହୁରି ୨୪ ଘଣ୍ଟା ବର୍ଷା ହେବ। ତେବେ ଆସନ୍ତାକାଲି ଠାରୁ ବର୍ଷାର ପରିମାଣ କମିବ।



from Odisha Reporter https://ift.tt/2CElTAJ

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages