ମାଲବାହୀ ଟ୍ରେନ୍‌ ଲାଇନ୍‌ଚ୍ୟୁତ: ୨ଟି ଟ୍ରେନ୍‌ ବାତିଲ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, October 18, 2018

ମାଲବାହୀ ଟ୍ରେନ୍‌ ଲାଇନ୍‌ଚ୍ୟୁତ: ୨ଟି ଟ୍ରେନ୍‌ ବାତିଲ

goods-train

ବ୍ରହ୍ମପୁର (ଓଡ଼ିଶା ରିପୋର୍ଟର): ବ୍ରହ୍ମପୁର ଓ ଗୋଳନ୍ଥରା ମଧ୍ୟରେ ଏକ ମାଲବାହୀ ଟ୍ରେନ୍ ଲାଇନ୍ଚ୍ୟୁତ୍ ହୋଇଛି। ଟ୍ରେନ୍‌ର ୨ଟି ବଗି ଧାରଣାରୁ ବାହାରି ଯାଇଛି।

ରିପୋର୍ଟ ଲେଖାଯିବା ପର୍ଯ୍ୟନ୍ତ ମରାମତି କାମ ଜାରି ରହିଛି। ଟ୍ରେନ୍‌ଟି ଖୋର୍ଦ୍ଧା ରୋଡ୍‌ରୁ ୱାଲଟେୟାର ଯାଉଥିବା ବେଳେ ଦୁର୍ଘଟଣା ଘଟିଥିଲା।

ଏହା ପରେ ଦୁଇଟି ପାସେଞ୍ଜର ଟ୍ରେନ୍‌କୁ ବାତିଲ କରି ଦିଆଯାଇଛି। ଏହି ରୁଟ୍‌ରେ ଯିବାକୁ ଥିବା ପୁରୀ-ପଲାସା ଓ ଭୁବନେଶ୍ୱର-ବ୍ରହ୍ମପୁର ପାସେଞ୍ଜରକୁ ବାତିଲ କରାଯାଇଛି।



from Odisha Reporter https://ift.tt/2OC0xKD

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages