ଯୁବକଙ୍କ ମୃତଦେହ ଉଦ୍ଧାର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, October 28, 2018

ଯୁବକଙ୍କ ମୃତଦେହ ଉଦ୍ଧାର

dead

ବଲାଙ୍ଗିର (ଓଡ଼ିଶା ରିପୋର୍ଟର): ବଲାଙ୍ଗିର ଜିଲ୍ଲା ଟିଟିଲାଗଡ଼ର ଭାଏପାଲି ଛକ ନିକଟରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି ଦେଓଗାଁ ପୁଲିସ୍‌।

ଯୁବକଙ୍କ ପରିଚୟ ମିଳି ନାହିଁ। ରାସ୍ତାକଡ଼ରେ ଅର୍ଦ୍ଧ ଉଲଗ୍ନ ଅବସ୍ଥାରେ ଯୁବକଙ୍କ ମୃତଦେହ ପଡ଼ିଥିଲା।

ବିଳମ୍ବିତ ରାତିରେ କୌଣସି ଗାଡ଼ି ତାଙ୍କୁ ଧକ୍କା ଦେଇ ଚାଲିଯାଇଛି ନା ହତ୍ୟା ପରେ ଦୁର୍ଘଟଣା ରୂପ ଦିଆଯାଇଛି,ତାହା ସ୍ପଷ୍ଟ ହୋଇନାହିଁ।

ଯେଉଁ ସ୍ଥାନରେ ମୃତଦେହ ପଡ଼ିଥିଲା ତା’ ପାଖରେ ରାସ୍ତାକଡ଼ରେ କିଛି ପୋଡ଼ାଜଳା ମଧ୍ୟ ହୋଇଛି।

ପୁଲିସ୍‌ ଘଟଣାର ତଦନ୍ତ କରୁଛି।



from Odisha Reporter https://ift.tt/2Ss2ZS8

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages