ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ, ଆସନ୍ତାକାଲିଠୁ ବର୍ଷିବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, October 27, 2018

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ, ଆସନ୍ତାକାଲିଠୁ ବର୍ଷିବ

RAIN-...0

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପଶ୍ଚିମ କେନ୍ଦ୍ର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ୨୪ ଘଣ୍ଟା ମଧ୍ୟରେ ଏହା ଲଘୁଚାପର ରୂପ ନେଇପାରେ। ଏହା ପ୍ରଭାବରେ ଉପକୂଳରେ ଆସନ୍ତାକାଲିଠାରୁ ୩୦ ତାରିଖ ଯାଏ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କହାଯାଇଛି।

ଏହା ପ୍ରଭାବରେ ଜଗତସିଂହପୁର ଓ କେନ୍ଦ୍ରାପଡ଼ାରେ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି।

 



from Odisha Reporter https://ift.tt/2qcG7JJ

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages