ତିତ୍‌ଲି ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, October 11, 2018

ତିତ୍‌ଲି ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି

ଗଜପତି (ଓଡ଼ିଶା ରିପୋର୍ଟର): ବାତ୍ୟା ତିତ୍‌ଲିର ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ଗଜପତି ଜିଲ୍ଲାରେ ସବୁଠାରୁ ଅଧିକ କ୍ଷୟକ୍ଷତି ହୋଇଥିବା ଏସ୍‌ଆରସି ସୂଚନା ଦେଇଛନ୍ତି।   ଜୋର୍ ପବନରେ ଉପୁଡ଼ି ପଡ଼ିଛି ବଡ଼ ବଡ଼ ଗଛ। ଏଯାଏ ଗଛ ସଫା କରାଯାଇ ନଥିବାରୁ ରାସ୍ତା ଅବରୋଧ ହୋଇଛି ।  ସେହିପରି ଖୁଣ୍ଟ ଭାଙ୍ଗି ପଡ଼ିଥିବାରୁ ବିଦ୍ୟୁତ୍ ସରବରାହ ବାଧାପ୍ରାପ୍ତ ହୋଇଛି । ଟେଲି ଯୋଗାଯୋଗ ମଧ୍ୟ ପ୍ରଭାବିତ ହୋଇଛି।

ପାରଳାଖେମୁଣ୍ଡିରୁ ବିଭିନ୍ନ ସ୍ଥାନକୁ ଯୋଗାଯୋଗ ପୂରା ବିଚ୍ଛିନ୍ନ ହୋଇ ପଡ଼ିଛି । ପାରଳାଖେମୁଣ୍ଡିରେ ଭୋର ସାଢ଼େ ୪ଟାରୁ ସାଢ଼େ ୬ଟା ଯାଏ ଜୋର୍ ପବନ ହୋଇଥିଲା। ଏହା ପରେ ପବନର ବେଗ ଟିକେ କମିଯାଇଥିଲା । ଏଥିରେ ବହୁ ବିଦ୍ୟୁତ୍‌ ଖୁଣ୍ଟ ଓ ଗଛ ଉପୁଡ଼ି ପଡ଼ିଛି । ବସ୍ତି ଅଞ୍ଚଳରେ ଭାଙ୍ଗି ପଡ଼ିଛି ଝାଟିମାଟି ଘର।  ଛଣ ଛପର ଉଡ଼ି ଯାଇଛି।



from Odisha Reporter https://ift.tt/2NzCA1h

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages