ଯୁବକଙ୍କ ମୃତ୍ୟକୁ ନେଇ ଉତ୍ତେଜନା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, October 6, 2018

ଯୁବକଙ୍କ ମୃତ୍ୟକୁ ନେଇ ଉତ୍ତେଜନା

gajapati

ଯାଜପୁର(ଓଡ଼ିଶା ରିପୋର୍ଟର): ଯାଜପୁର ଜିଲ୍ଲା ଜେନାପୁର ଥାନା ଅନ୍ତର୍ଗତ ସୋରେଇ ଗାଁରେ ଜଣେ ଯୁବକଙ୍କର ସନ୍ଦେହଜନକ ମୃତ୍ୟୁକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ମୃତକଙ୍କ ନାଁ ଦୀପକ ଦଳେଇ।

ମୃତକଙ୍କ ପରିବାରକୁ କ୍ଷତିପୂରଣ ଏବଂ ଘଟଣାର ଉପଯୁକ୍ତ ତଦନ୍ତ କରାଯାଇ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଦାବି କରି ସ୍ଥାନୀୟ ଲୋକେ ଜାତୀୟ ରାଜପଥ ଅବରୋଧ କରିଥିଲେ। ସେମାନେ ମୃତଦେହ ରଖି ଚଣ୍ଡିଖୋଲ-ଡୁବରୀର ୫୩ନଂ ଜାତୀୟ ରାଜପଥ ଅବରୋଧ କରିଥିଲେ।

ତେଣୁ ରାସ୍ତାର ଉଭୟ ପାର୍ଶ୍ୱରେ ଅନେକ ଗାଡ଼ି ଅଟକି ରହିଥିଲା।

ଗତ ୩ ତାରିଖ ରାତିରେ ଦୀପକ ଦୁଇ ବନ୍ଧୁଙ୍କ ସହ ବାହାରକୁ ଯାଇଥିଲେ। ପରେ ତାଙ୍କୁ ରକ୍ତଜୁଡ଼ୁବୁଡ଼ୁ ଅବସ୍ଥାରେ ପାଣିକୋଇଲିରୁ ପୁଲିସ୍‌ ଉଦ୍ଧାର କରି ଯାଜପୁରରେ ଡାକ୍ତରଖାନାରେ ଭର୍ତ୍ତି କରିଥିଲା।

ଦୀପକଙ୍କୁ ହତ୍ୟା କରାଯାଇଛି ବୋଲି ପରିବାର ଲୋକେ ଅଭିଯୋଗ କରିଛନ୍ତି।



from Odisha Reporter https://ift.tt/2BYUs3r

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages