ଆକ୍ସନ ମୁଡ୍‌ରେ ଅନୁଭବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, October 6, 2018

ଆକ୍ସନ ମୁଡ୍‌ରେ ଅନୁଭବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଗକୁ ଆସୁଛି ତରଙ୍ଗ ସିନେ ପ୍ରଡକ୍ସନ୍ସ ବ୍ୟାନରରେ ନିର୍ମାଣ ହେଉଥିବା ଓଡ଼ିଆ ଫିଲ୍ମ ‘ପ୍ରେମ୍‌ କୁମାର’। ଓଲିଉଡ୍‌ ସୁପରଷ୍ଟାର୍‌ ଅନୁଭବ ମହାନ୍ତି ଏଥିରେ ମୁଖ୍ୟ ଭୂମିକାରେ ଅଭିନୟ କରୁଛନ୍ତି। ଫିଲ୍ମ୍‌ରେ ଅନୁଭବଙ୍କ ସହ ଦୁଇ ଅଭିନେତ୍ରୀ ଶିବାନୀ ଏବଂ ତମନ୍ନା ମଧ୍ୟ ଅଛନ୍ତି। ଫିଲ୍ମଟି ତ୍ରିକୋଣୀୟ ପ୍ରେମ କାହାଣୀକୁ ନେଇ ଗତିଶୀଳ ହୋଇଛି ବୋଲି ଶୁଣିବାକୁ ମିଳୁଛି। ତେବେ ଏଥିରେ ରୋମାନ୍ସଠୁ ନେଇ ଆକ୍ସନ ପର୍ଯ୍ୟନ୍ତ ସବୁର ଝଲକ୍‌ ଦେଖିବାକୁ ମିଳିବ। ବିଶେଷ କରି ଆକ୍ସନ୍‌ ମୁଡ୍‌ରେ ଅନୁଭବଙ୍କୁ ଦର୍ଶକ ଖୁବ୍‌ ପସନ୍ଦ କରିବେ ବୋଲି ଆଶା କରାଯାଉଛି।



from Odisha Reporter https://ift.tt/2y38aj7

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages