ମେଡିକାଲ୍‌ କଲେଜ୍‌ରେ ଲାଗି ଗଲା ନିଆଁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, October 28, 2018

ମେଡିକାଲ୍‌ କଲେଜ୍‌ରେ ଲାଗି ଗଲା ନିଆଁ

fire9999

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ସ୍ଥିତ ହାଇଟେକ୍ ମେଡିକାଲ୍‌ କଲେଜ୍‌ ଓ ଡାକ୍ତରଖାନାରେ ଆଜି ସକାଳେ ନିଆଁ ଲାଗି ଯାଇଥିଲା।

ମେଡିକାଲ୍‌ କଲେଜ୍‌ର ଦ୍ୱିତୀୟ ମହଲାରେ ଥିବା ଫିଜିଓଥେରାପି ବିଭାଗରେ ଏହି ଅଗ୍ନିକାଣ୍ଡ ଘଟିଥିଲା। ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା।

ଅଗ୍ନିକାଣ୍ଡ ବେଳେ ଫିଜିଓଥେରାପି ବିଭାଗରେ କୌଣସି ଛାତ୍ରଛାତ୍ରୀ ନ ଥିଲେ।  ସର୍ଟ ସର୍କିଟ୍ ଯୋଗୁ ଅଗ୍ନିକାଣ୍ଡ ଘଟିଥିବା ଜଣାପଡ଼ିଛି।

ଅଗ୍ନିକାଣ୍ଡ ଯୋଗୁ ଧୂଆଁ ଚାରିଆଡ଼କୁ ବ୍ୟାପି ଯାଇଥିଲା। ହେଲେ କାହାର  କିଛି କ୍ଷତି ହୋଇ ନ ଥିଲା।

 



from Odisha Reporter https://ift.tt/2yCFIVs

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages