ପାହାଡ଼ ଧସି ୨୦ ଗୋରୁ ମୃତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, October 13, 2018

ପାହାଡ଼ ଧସି ୨୦ ଗୋରୁ ମୃତ

baliguda

ବାଲିଗୁଡ଼ା(ଓଡ଼ିଶା ରିପୋର୍ଟର): ସାମୁଦ୍ରିକ ଝଡ଼ ‘ତିତ୍‌ଲି’ ପ୍ରଭାବରେ କନ୍ଧମାଳ ଜିଲ୍ଲାରେ ଅନେକ କ୍ଷୟକ୍ଷତି ହୋଇଛି। ଲଗାଣ ବର୍ଷା ଯୋଗୁ ଦାରିଙ୍ଗବାଡ଼ି ବ୍ଲକ୍‌ର ଦନେକବାଡ଼ି ପଞ୍ଚାୟତର ସାତାରି ନିକଟରେ ପାହାଡ଼ ଧସି ପ୍ରାୟ ୨୦ଟି ଗୋରୁଙ୍କ ମୃତ୍ୟୁ ଘଟିଛି। ଏହାସହ  ବି.ଡକେବାଡ଼ି ଅଞ୍ଚଳରେ ୫ଟି ଛେଳିର ମୃତ୍ୟୁ ହୋଇଛି।

ଅନ୍ୟପକ୍ଷରେ ଦାରିଙ୍ଗବାଡ଼ିରୁ ସୋରଡ଼ାକୁ ସଂଯୋଗ କରୁଥିବା ଗାଜଲବାଡ଼ି ଘାଟିରେ  ବଡ଼ ବଡ଼ ପଥର ଖସି ପଡ଼ିବାରୁ ଯାନବାହନ ଚଳାଚଳ ବନ୍ଦ ରହିଛି।



from Odisha Reporter https://ift.tt/2CdgM9B

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages