ନାବାଳକର ମୁଣ୍ଡବିହୀନ ମୃତଦେହ ଉଦ୍ଧାର, ବଳି ସନ୍ଦେହ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, October 16, 2018

ନାବାଳକର ମୁଣ୍ଡବିହୀନ ମୃତଦେହ ଉଦ୍ଧାର, ବଳି ସନ୍ଦେହ

murder

କଣ୍ଟାବାଞ୍ଜି (ଓଡ଼ିଶା ରିପୋର୍ଟର): ବଲାଙ୍ଗିର ଜିଲ୍ଲା ସିନ୍ଧେକେଲା ଅଞ୍ଚଳରେ ଜଣେ ନାବାଳକର ମୁଣ୍ଡ ମୁଣ୍ଡବିହୀନ ମୃତଦେହ ଉଦ୍ଧାର କରାଯାଇଛି।

ସୁନ୍ଧିମୁଣ୍ଡାରେ ଏକ ନାଳ ନିକଟରୁ ଏହି ମୃତଦେହକୁ ଉଦ୍ଧାର କରାଯାଇଛି। ମୃତଦେହଟିକୁ ବାଲିରେ ପୋତା ଯାଇଥିଲା।

ମୃତକଙ୍କ ନାଁ ଘନଶ୍ୟାନ ରଣା। ତାଙ୍କୁ ୯ ବର୍ଷ ହୋଇଥିଲା।

ଗତ ୧୩ ତାରିଖରୁ ଘନଶ୍ୟାନ ନିଖୋଜ ଥିଲେ। ଏନେଇ ପରିବାର ଲୋକେ ଥାନାରେ ମଧ୍ୟ ଅଭିଯୋଗ କରିଥିଲେ।

ମୁଣ୍ଡବିହୀନ ଶବଟି ଘନଶ୍ୟାମଙ୍କର ବୋଲି ତାଙ୍କ ପରିବାର ଲୋକେ ଚିହ୍ନଟ କରିଛନ୍ତି।

ପୁଲିସ୍‌ ଘଟଣାର ତଦନ୍ତ କରୁଛି। ବଳି ଉଦ୍ଦେଶ୍ୟରେ ଘନଶ୍ୟାମଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି।



from Odisha Reporter https://ift.tt/2QTjtBb

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages