ଜଳିଗଲା ୮ ବଖରା ଘର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, October 3, 2018

ଜଳିଗଲା ୮ ବଖରା ଘର

house1

କେନ୍ଦ୍ରାପଡ଼ା(ମନୋଜ ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲ୍ଲା ମାର୍ଶାଘାଇ ବ୍ଲକ୍‌ ଗିରଙ୍ଗ ଗାଁରେ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଛି।

ଗତକାଲି ବିଳମ୍ୱିତ ରାତିରେ ଘଟିଥିବା ଏହି ଅଗ୍ନିକାଣ୍ଡରେ ୪ଟି ପରିବାରର ୮ ବଖରା ଘର ଜଳି ପାଉଁଶ ହୋଇଯାଇଛି। ସମସ୍ତ

house2ଆସବାବପତ୍ର ଓ ଧାନ ଚାଉଳ ପୋଡ଼ି ଯାଇଛି।

ସର୍ଟ ସର୍କିଟ୍‌ ଯୋଗୁ ଏହି ଅଗ୍ନିକାଣ୍ଡ ଘଟିଥିବା କୁହାଯାଉଛି।

house3ମାର୍ଶାଘାଇ ଓ ମହାକାଳପଡ଼ାରୁ ଦୁଇଟି ଦମକଳ ଆସି ନିଆଁକୁ ଆୟତ୍ତ କରିଥିଲେ।



from Odisha Reporter https://ift.tt/2ICKxlu

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages