ପୁରୀରୁ ନିର୍ବାଚନ ଲଢ଼ିପାରନ୍ତି ପ୍ରଧାନମନ୍ତ୍ରୀ! - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, October 5, 2018

ପୁରୀରୁ ନିର୍ବାଚନ ଲଢ଼ିପାରନ୍ତି ପ୍ରଧାନମନ୍ତ୍ରୀ!

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପୁରୀରୁ ନିର୍ବାଚନ ଲଢ଼ିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ତାଙ୍କ ସମ୍ଭାବ୍ୟ ପ୍ରାର୍ଥିତ୍ୱ ନେଇ ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ବସନ୍ତ ପଣ୍ଡା। ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପୁରୀରୁ ପ୍ରାର୍ଥୀ ହେବା ପାଇଁ ପ୍ରସ୍ତାବ ଦିଆଯାଇଛି। ଦଳର ସଂସଦୀୟ ବୋର୍ଡ ଏ ନେଇ ଚୂଡ଼ାନ୍ତ ନିଷ୍ପତ୍ତି ନେବ ବୋଲି ଶ୍ରୀ ପଣ୍ଡା ସୂଚନା ଦେଇଛନ୍ତି।

ଏକ ଜାତୀୟ ଗଣମାଧ୍ୟମ ସର୍ଭେରେ ବିଜେପିକୁ ଓଡ଼ିଶାରେ ସଫଳତା ମିଳିବ ବୋଲି ସଂକେତ ମିଳୁଥିବା ପ୍ରସଙ୍ଗରେ ସେ କହିଛନ୍ତି-“ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ ବର୍ଷେ ତଳୁ ଏକଥା କହିଛନ୍ତି ଓ ସେହି ମିଶନ୍‌ ୧୨୦ରେ ଆମେ ଆଗେଇ ଚାଲିଛୁ। ତାହା ଏବେ ଲୋକମନରେ ପରିଣତ ହେଉଛି। ଯାହା ବିଭିନ୍ନ ସର୍ଭେରୁ ଜଣାପଡ଼ୁଛି। କିନ୍ତୁ ରାଜ୍ୟରେ ଯେମିତି କାମ ଆଗଉଛି, ବିଜେପି ୧୨୦ରୁ ଅଧିକ (ଆସନ) ପାଇବ ବୋଲି ଆକଳନ କରିଛୁ।”



from Odisha Reporter https://ift.tt/2BW8uTA

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages