ବାତ୍ୟା ପ୍ରସ୍ତୁତି ସମ୍ପର୍କରେ କେନ୍ଦ୍ରକୁ ସୂଚନା ଦେଲା ରାଜ୍ୟ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, October 10, 2018

ବାତ୍ୟା ପ୍ରସ୍ତୁତି ସମ୍ପର୍କରେ କେନ୍ଦ୍ରକୁ ସୂଚନା ଦେଲା ରାଜ୍ୟ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର):ରାଜ୍ୟରେ ବର୍ତ୍ତମାନ ୧୮ଟି ଏନ୍‌ଡିଆର୍‌ଏଫ୍ ଟିମ୍ ସଜାଗ ରହିଛି। ସେଥିମଧ୍ୟରୁ ପ୍ରଭାବିତ ହେବାକୁ ଥିବା ଉପକୂଳବର୍ତ୍ତୀ ଜିଲ୍ଲାରେ ୧୩ଟି ଟିମ୍‌ ମୁତୟନ ଅଛନ୍ତି। ସେହିପରି ଅନ୍ୟ ୫ଟି ଟିମ୍ ମଧ୍ୟ ପୂର୍ଣ୍ଣ ମାତ୍ରାରେ ପ୍ରସ୍ତୁତ ଅଛନ୍ତି। କେନ୍ଦ୍ର କ୍ୟାବିନେଟ୍ ସଚିବ ପ୍ରଦୀପ କୁମାର ସିହ୍ନାଙ୍କୁ ସୂଚନା ଦେଇ ଓଡ଼ିଶାର ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢ଼ୀ ଏହା କହିଛନ୍ତି।

ଭିଡ଼ିଓ କନଫରେନ୍ସିଂ ଜରିଆରେ ମଙ୍ଗଳବାର କେନ୍ଦ୍ର କ୍ୟାବିନେଟ ସଚିବ ଓଡ଼ିଶା, ଆନ୍ଧ୍ରପ୍ରଦେଶ ଏବଂ ପଶ୍ଚିମବଙ୍ଗର ମୁଖ୍ୟ ଶାସନ ସଚିବମାନଙ୍କ ସହ ଆଲୋଚନା କରିଛନ୍ତି। ଓଡ଼ିଶା ସରକାର ନିଜ ତରଫରୁ ବିଭିନ୍ନ ଦିଗକୁ ନେଇ ପ୍ରସ୍ତୁତି ଅଛନ୍ତି ବୋଲି କହିଛନ୍ତି।



from Odisha Reporter https://ift.tt/2A2Qg1j

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages