ଅଜଣାଗାଡ଼ି ଧକ୍କାରେ ବୃଦ୍ଧ ମୃତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, October 30, 2018

ଅଜଣାଗାଡ଼ି ଧକ୍କାରେ ବୃଦ୍ଧ ମୃତ

road999

ନୟାଗଡ଼ (ସତ୍ୟ ନାରାୟଣ ସୁର ଜଗଦେବ): ନୟାଗଡ଼ ଜିଲ୍ଲା ଇଟାମାଟି ଥାନା ଅନ୍ତର୍ଗତ ସାମନ୍ତରାୟପୁର ଠାରେ ଅଜଣା ଗାଡ଼ି ଧକ୍କାରେ ଆଜି ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି।

ତାଙ୍କ ନାଁ ଯୋଗୀ ପଲେଇ। ତାଙ୍କ ଘର କେସ୍ତପଡ଼ା ଗାଁରେ ବୋଲି ଜଣାପଡ଼ିଛି। ସେ ରଙ୍ଗ ମିସ୍ତ୍ରୀ ଭାବେ କାମ କରୁଥିଲେ।

ଯୋଗୀ ଆଜି ସକାଳେ କାମ ସାରି ଘରକୁ ଫେରିବା ସମୟରେ ତାଙ୍କୁ ଏକ ଅଜଣା ଗାଡ଼ି ଧକ୍କା ଦେଇ ଚାଲି ଯାଇଥିଲା। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା।

ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ କିଛି ସମୟ ଧରି ଉତ୍ତେଜନା ପ୍ରକାଶ ପାଇଥିଲା। ମୃତକଙ୍କ ପରିବାରକୁ କ୍ଷତିପୂରଣ ଦେବା ଦାବିରେ ଉତ୍ତ୍ୟକ୍ତ ଲୋକେ ଟାୟାର ଜାଳି ରାସ୍ତା ଅବରୋଧ କରିଥିଲେ।



from Odisha Reporter https://ift.tt/2DeSM7e

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages