ଗାନ୍ଧି ଜୟନ୍ତୀରେ ଅଘଟଣ: ସମୁଦ୍ରରେ ବୁଡ଼ି ଗଲେ ୩ ଛାତ୍ର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, October 1, 2018

ଗାନ୍ଧି ଜୟନ୍ତୀରେ ଅଘଟଣ: ସମୁଦ୍ରରେ ବୁଡ଼ି ଗଲେ ୩ ଛାତ୍ର

sea

ପାରାଦୀପ( ଓଡ଼ିଶା ରିପୋର୍ଟର): ଆଜି ସାରା ଦେଶରେ ଗାନ୍ଧି ଜୟନ୍ତୀ ପାଳନ କରାଯାଉଛି। ଏହି ଅବସରରେ ବିଭିନ୍ନ କାର୍ଯ୍ୟକ୍ରମମାନ ଆୟୋଜନ କରାଯାଉଛି। ପାରାଦୀପରେ ମଧ୍ୟ କାର୍ଯ୍ୟକ୍ରମ ଆୟୋଜନ ହୋଇଥିଲା। ହେଲେ ଏହି କାର୍ଯ୍ୟକ୍ରମରେ ୩ ଜଣ ସ୍କୁଲ ଛାତ୍ରଙ୍କ ସହ ଅଘଟଣ ଘଟିଛି।

ପାରାଦୀପ ପୌରପାଳିକା ପକ୍ଷରୁ ଲାଇଟ୍‌ ହାଉସ୍‌ ନିକଟ ବେଳାଭୂମିରେ ସ୍ୱଚ୍ଛତା କାର୍ଯ୍ୟକ୍ରମ ଚାଲିଥିବା ବେଳେ ୩ ଜଣ ଛାତ୍ର ସମୁଦ୍ରରେ ବୁଡ଼ି ଯାଇଥିଲେ। ସେମାନଙ୍କ ମଧ୍ୟରୁ ୨ ଜଣଙ୍କୁ ଉଦ୍ଧାର କରାଯାଇଥିବା ବେଳେ ଅନ୍ୟ ଜଣେ ନିଖୋଜ ଅଛନ୍ତି।

ନିଖୋଜ ଛାତ୍ରଙ୍କୁ ଉଦ୍ଧାର କରିବାକୁ ସିଆଇଏସ୍ଏଫ୍, ଅଗ୍ନିଶମ ବିଭାଗ ଓ ସ୍ଥାନୀୟ ମତ୍ସ୍ୟଜୀବୀ ଉଦ୍ୟମ ଜାରି ରଖିଛନ୍ତି। ସମସ୍ତ ଛାତ୍ର କେନ୍ଦ୍ରୀୟ ବିଦ୍ୟାଳୟର ବୋଲି ଜଣାପଡ଼ିଛି।



from Odisha Reporter https://ift.tt/2NeAG5X

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages