ତିତ୍‌ଲି ମୁକାବିଲା ପାଇଁ ପ୍ରସ୍ତୁତି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, October 9, 2018

ତିତ୍‌ଲି ମୁକାବିଲା ପାଇଁ ପ୍ରସ୍ତୁତି

titli

ପୁରୀ (ଓଡ଼ିଶା ରିପୋର୍ଟର): ଭୟଙ୍କର ରୂପ ନେଉଥିବା ବାତ୍ୟା ତିତ୍‌ଲିର ମୁକାବିଲା ପାଇଁ ପୁରୀ ପ୍ରଶାସନ ଜୋରସୋରରେ ପ୍ରସ୍ତୁତି ଚଳାଇଛି। କିପରି ତିତ୍‌ଲିର ମୁକାବିଲା କରାଯିବ ସେ ନେଇ ପୁରୀ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି।

ଏଥିରେ ଜିଲ୍ଲା ପ୍ରଶାସନ ଓ ବିଭିନ୍ନ ବିଭାଗର ଅଧିକାରୀଙ୍କ ସହ ବାତ୍ୟା ମୁକାବିଲା ନେଇ ଆଲୋଚନା ହୋଇଛି। ବାତ୍ୟାର ପ୍ରକୋପ କମିବା ଯାଏ ଜିଲ୍ଲାର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରଖିବାକୁ ନିଷ୍ପତ୍ତି ହୋଇଛି। ତଳିଆ ଅଞ୍ଚଳ ଲୋକଙ୍କୁ ତୁରନ୍ତ ପକ୍କା ଘର, ବାତ୍ୟା ଆଶ୍ରୟସ୍ଥଳକୁ ସ୍ଥାନାନ୍ତର କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

ବିଭିନ୍ନ ବ୍ଲକ୍‌ରେ ଶୁଖିଲା ଖାଦ୍ୟ ସାଙ୍ଗକୁ ପିଇବା ପାଣି ମହଜୁଦ ରଖିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି।



from Odisha Reporter https://ift.tt/2PnOJbe

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages