ଆସନ୍ତାକାଲି ଖୋଲିବ ଶିମିଳିପାଳ ଅଭୟାରଣ୍ୟ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, October 30, 2018

ଆସନ୍ତାକାଲି ଖୋଲିବ ଶିମିଳିପାଳ ଅଭୟାରଣ୍ୟ

Simlipal-National,,,0

ବାରିପଦା(ଓଡ଼ିଶା ରିପୋର୍ଟର): ଶିମିଳିପାଳରେ ପୁଣି ଜମିବ ପର୍ଯ୍ୟଟକଙ୍କ ଭିଡ଼। କାରଣ ନଭେମ୍ବର ପହିଲା ଅର୍ଥାତ୍ ଆସନ୍ତାକାଲିଠାରୁ ଶିମିଳିପାଳ ଅଭୟାରଣ୍ୟ ଖୋଲିବ। ଏ ନେଇ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ପକ୍ଷରୁ ସବୁ ପ୍ରସ୍ତୁତି କରାଯାଇଛି।

ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୂର ଏହି ପର୍ଯ୍ୟଟନସ୍ଥଳୀକୁ ଯିବା ପାଇଁ ହେଲେ କାଳିଆଣୀ ଗେଟ୍ ଦେଇ ଯିବାକୁ ହେବ। ଯଶୀପୁର NH 49 ରୁ ଏହାର ଦୂରତା ୧୪ କିଲୋମିଟର।

ଅଭୟାରଣ୍ୟ ଭିତରେ ବରେହିପାଣି, ଚହଲା, ଯୋରନ୍ଦା, ଉସ୍କି ଓ ଅଲକୁଦ ଜଳପ୍ରପାତ ରହିଛି।

ପର୍ଯ୍ୟଟକମାନେ ପ୍ରାକୃତିକ ସୌନ୍ଦର୍ଯ୍ୟ ଉପଭୋଗ କରିବା ସହିତ ବନ୍ୟପ୍ରାଣୀ ଓ ବିଭିନ୍ନ ପ୍ରକାର ପକ୍ଷୀ ବି ଦେଖିପାରିବେ।

ବନ ବିଭାଗ ଓ ଶିମିଳିପାଳ ବ୍ୟାଘ୍ର ପ୍ରକଳ୍ପ ପକ୍ଷରୁ ପର୍ଯ୍ୟଟକଙ୍କ ପାଇଁ ସବୁ ବ୍ୟବସ୍ଥା କରାଯାଇଛି।



from Odisha Reporter https://ift.tt/2DdAlQl

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages