ପୁରୀ ହିଂସା: ଆଉ ୧୫ ଗିରଫ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, October 7, 2018

ପୁରୀ ହିଂସା: ଆଉ ୧୫ ଗିରଫ

puri

ପୁରୀ (ଓଡ଼ିଶା ରିପୋର୍ଟର): ପୁରୀ ବନ୍ଦ ବେଳେ ଘଟିଥିବା ହିଂସାକାଣ୍ଡ ଓ ଭଙ୍ଗାରୁଜା ଘଟଣାରେ ପୁଲିସ ଆଉ ୧୫ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।ଏହି ୧୫ଙ୍କୁ ମିଶାଇ ଗିରଫଦାରୀ ସଂଖ୍ୟା ୩୮ରେ ପହଞ୍ଚିଛି।
ହିଂସାକାଣ୍ଡ ଓ ଭଙ୍ଗାରୁଜା ଘଟଣା ପରେ ପୁଲିସ ପ୍ରଥମେ ୧୧ ଓ ପରେ ୧୨ ଜଣଙ୍କୁ ଗିରଫ କରିଥିଲା।

ସୂଚନାଯୋଗ୍ୟ ଯେ ଗତ ୩ ତାରିଖରେ ଶ୍ରୀଜଗନ୍ନାଥ ସେନା ପକ୍ଷରୁ ପୁରୀରେ ବନ୍ଦ ଡାକରା ଦିଆଯାଇଥିଲା ସହରରେ ବ୍ୟାପକ ଭଙ୍ଗାରୁଜା ଓ ଜଳାପୋଡ଼ା କରିଥିଲେ ଆନ୍ଦୋଳନକାରୀ। ଏପରିକି କିଛି ଉତ୍ତ୍ୟକ୍ତ ଲୋକ ମନ୍ତ୍ରୀ ମହେଶ୍ୱର ମହାନ୍ତିଙ୍କ ବାସଭବନ,ଶ୍ରୀମନ୍ଦିର କାର୍ଯ୍ୟାଳୟ, ସୂଚନା କେନ୍ଦ୍ର ଓ ପୁରୀ ଟାଉନ ଥାନାରେ ବହୁ ସରକାରୀ ସମ୍ପତ୍ତି ନଷ୍ଟ କରିବା ସହ ଲୁଟ୍‌ପାଟ୍‌ କରିଥିବା ଅଭିଯୋଗ ହୋଇଥିଲା।



from Odisha Reporter https://ift.tt/2CuA1fF

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages