
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କୋରାପୁଟର କଂଗ୍ରେସ ନେତା କୃଷ୍ଣଚନ୍ଦ୍ର ଶଗରିଆ ଆଜି ବିଧାୟକ ପଦରୁ ଇସ୍ତଫା ଦେବେ। ଆଜି ବାଚସ୍ପତିଙ୍କୁ ଭେଟି ସେ ତାଙ୍କ ଇସ୍ତଫାପତ୍ର ପ୍ରଦାନ କରିବେ। ଏକ ସାମ୍ବାଦିକ ସମ୍ମିଳନୀରେ ସେ ଏହି ସୂଚନା ଦେଇଛନ୍ତି।
କୁନ୍ଦୁଲି ଗଣଦୁର୍ଷ୍କମ ଓ ଆତ୍ମହତ୍ୟା ଘଟଣାକୁ ନେଇ ସେ ବିଧାୟକ ପଦରୁ ଇସ୍ତଫା ଦେବାକୁ ନିଷ୍ପତ୍ତି ନେଇଥିବା କହିଛନ୍ତି।
ଶଗରିଆ କହିଛନ୍ତି,“ମୋ ବିବେକ ମତେ ଇସ୍ତଫା ଦେବାକୁ କହିଛି। କୁନ୍ଦୁଲି ଗଣଦୁଷ୍କର୍ମ ପୀଡ଼ିତାଙ୍କୁ ନ୍ୟାୟ ଦେଇ ନପାରି ଥିବାରୁ ମୁଁ ଇସ୍ତଫା ଦେଉଛି।”
from Odisha Reporter https://ift.tt/2DeayrB
No comments:
Post a Comment