୧ ନଭେମ୍ବର,ଗୁରୁବାର: ଏହି ରାଶିର ବ୍ୟକ୍ତି ଆଜି ଫଳ ଦାନ କରନ୍ତୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, October 31, 2018

୧ ନଭେମ୍ବର,ଗୁରୁବାର: ଏହି ରାଶିର ବ୍ୟକ୍ତି ଆଜି ଫଳ ଦାନ କରନ୍ତୁ

Rasi-Fala-2-1-1-3-2-1-2-1-2-1-1-3

ମେଷ: ଚିନ୍ତିତ ରହିବେ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ଧାର୍ମିକ କାର୍ଯ୍ୟରେ ଅର୍ଥ ଖର୍ଚ୍ଚ ହେବ। ବିଦେଶରୁ ଶୁଭ ଖବର ଶୁଣିବେ।

ବୃଷ: ବ୍ୟବସାୟରେ ଅଧିକ ଲାଭ ମିଳିବ। ପରିବାର ସଦସ୍ୟଙ୍କ ସହ ଖୁସିରେ ଦିନଟି କାଟିବେ। ଜୀବନସାଥୀଙ୍କ ସହଯୋଗ ମିଳିବ।

ମିଥୁନ: ମାନ-ସମ୍ମାନ ବୃଦ୍ଧି ପାଇବ। ସ୍ୱାସ୍ଥ୍ୟ ଭଲ ରହିବ। ଚାକିରିକ୍ଷେତ୍ରରେ ସଫଳତା ମିଳିବ। ପିତାମାତାଙ୍କ ସହଯୋଗ ମିଳିବ।

କର୍କଟ: ଧନପ୍ରାପ୍ତି ଯୋଗ ରହିଛି। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ଧାର୍ମିକ କାର୍ଯ୍ୟରେ ଯୋଗ ଦେଇପାରନ୍ତି। ଖର୍ଚ୍ଚାନ୍ତରେ ପଡ଼ିପାରନ୍ତି।

ସିଂହ: ଅସୁସ୍ଥତା ଅନୁଭବ କରିବେ। ପରିବାର ସଦସ୍ୟଙ୍କ ସହ ଝଗଡ଼ା ହୋଇପାରେ। ଫଳ ଦାନ କରନ୍ତୁ।

କନ୍ୟା: ମାନ-ସମ୍ମାନ ବୃଦ୍ଧି ପାଇବ। ବିବାହ ଓ ପ୍ରେମ କ୍ଷେତ୍ରରେ ସଫଳତା ମିଳିବ। ଜମି କିଣିବାର ଯୋଗ ରହିଛି। ଘରକୁ ଅତିଥି ଆସିପାରନ୍ତି।

ତୁଳା: କାର୍ଯ୍ୟରେ ସଫଳତା ମିଳିବ। ପରିବାର ସଦସ୍ୟଙ୍କ ସହ ଖୁସିରେ ଦିନଟି କାଟିବେ। ବନ୍ଧୁଙ୍କ ସହ ଦେଖା ହୋଇପାରେ। ଶୁଭ ସମାଚାର ଶୁଣିପାରନ୍ତି।

ବିଛା: ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ସନ୍ତାନର ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି। ବାଦ-ବିବାଦରୁ ଦୂରେଇ ରୁହନ୍ତୁ।

ଧନୁ: ଦିନଟି ମିଶ୍ରିତ ଫଳ ପ୍ରଦାନ କରିବ । ନିଜ କଥା ନିୟନ୍ତ୍ରଣ କରନ୍ତୁ, ନ ହେଲେ ବିବାଦରେ ପଡ଼ିପାରନ୍ତି। ନକାରାତ୍ମକ ଚିନ୍ତାଧାରାରୁ ଦୂରେଇ ରୁହନ୍ତୁ। ମାତାପିତାଙ୍କ ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।

ମକର: ବ୍ୟସ୍ତତା ଭିତରେ ଦିନଟି କଟିବ। ଚାକିରିକ୍ଷେତ୍ରରେ ପରିବର୍ତ୍ତନ ହୋଇପାରେ। ନୂଆ କାର୍ଯ୍ୟ ଆରମ୍ଭ କରିପାରନ୍ତି। ସଫଳତା ମିଳିବ।

କୁମ୍ଭ: ନିଜ କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଆଜି କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ଧାର୍ମିକ କାର୍ଯ୍ୟରେ ଅଧିକ ଅର୍ଥ ଖର୍ଚ୍ଚ ହୋଇପାରେ।

ମୀନ: ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ଘରକୁ ଅତିଥି ଆସିପାରନ୍ତି। ଆୟଠାରୁ ବ୍ୟୟ ଅଧିକ ହେବ।



from Odisha Reporter https://ift.tt/2Qa6UBP

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages