ଉପ-ଜିଲ୍ଲାପାଳଙ୍କ ଅଫିସ୍‌ ପରିସରରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, October 19, 2018

ଉପ-ଜିଲ୍ଲାପାଳଙ୍କ ଅଫିସ୍‌ ପରିସରରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

60

ଧର୍ମଗଡ଼(ଇଙ୍ଗିତ ପଣ୍ଡା): କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ଉପ-ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ତାଙ୍କ ନାଁ ଭୂଦେବ।
ସେ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ନିକଟରେ ଏକ ଛୋଟ ଠେଲା ହୋଟେଲ୍‌ କରି ନିଜ ଗୁଜରାଣ ମେଣ୍ଟାଉ ଥିଲେ। ପାରିବାରିକ କଳହକୁ ନେଇ ସେ ଗତକାଲି ରାତିରେ ଏଠାରେ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି।

ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଥିବା ରେଷ୍ଟ୍ ଶେଡ୍‌ରୁ ତାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଥିଲା। ମୃତଦେହ ପାଖରେ ଏକ ପ୍ଲାଷ୍ଟିକ୍ ଷ୍ଟୁଲ୍ ପଡ଼ିଥିଲା।



from Odisha Reporter https://ift.tt/2J8rOOS

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages