
ନୂଆଦିଲ୍ଲୀ: ଆଜି ଗାନ୍ଧି ଜୟନ୍ତୀ। ସାରା ଦେଶ ଆଜି ଜାତିର ପିତା ମହାତ୍ମା ଗାନ୍ଧିଙ୍କର ୧୫୦ତମ ଜୟନ୍ତୀ ପାଳନ କରୁଛି। ୧୮୬୯ ମସିହାରେ ଆଜି ଦିନରେ ବାପୁ ଗୁଜରାଟର ପୋରବନ୍ଦରରେ ଜନ୍ମଗ୍ରହଣ କରିଥିଲେ।
ଗାନ୍ଧୀ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀର ରାଜଘାଟ ଯାଇ ମାହାତ୍ମା ଗାନ୍ଧିଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।
ସେହିପରି କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧି ଓ ସୋନିଆ ଗାନ୍ଧି ସମେତ ଅନ୍ୟ ରାଜନୈତିକ ନେତାମାନେ ମଧ୍ୟ ରାଜଘାଟ୍ରେ ଗାନ୍ଧିଜୀଙ୍କ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।
from Odisha Reporter https://ift.tt/2NWzaL2
No comments:
Post a Comment