ସୁପ୍ରିମ୍‌କୋର୍ଟର ପ୍ରଧାନ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍ ରଞ୍ଜନ ଗୋଗୋଇ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, October 2, 2018

ସୁପ୍ରିମ୍‌କୋର୍ଟର ପ୍ରଧାନ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍ ରଞ୍ଜନ ଗୋଗୋଇ

ttt

ନୂଆଦିଲ୍ଲୀ: ଜଷ୍ଟିସ୍ ରଞ୍ଜନ ଗୋଗୋଇ ଆଜି ସୁପ୍ରିମ୍‌କୋର୍ଟର ପ୍ରଧାନ ବିଚାରପତି ଭାବେ ଶପଥ ନେଇଛନ୍ତି। ଏହା ସହିତ ସେ ଦେଶର ୪୬ତମ ପ୍ରଧାନ ବିଚାରପତି ବନି ଯାଇଛନ୍ତି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ତାଙ୍କୁ ଶପଥପାଠ କରାଇଥିଲେ।

ସୂଚନାଯୋଗ୍ୟ, ପ୍ରଧାନ ବିଚାରପତି ଭାବେ ଜଷ୍ଟିସ୍ ଦୀପକ ମିଶ୍ରଙ୍କ କାର୍ଯ୍ୟକାଳ ଗତକାଲି ଶେଷ ହୋଇଥିଲା।


୨୦୧୧ ଫେବ୍ରୁଆରୀ ୧୨ ତାରିଖରେ ଜଷ୍ଟିସ୍ ଗୋଗୋଇ ପଞ୍ଜାବ ଓ ହରିଆଣା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ନେଇଥିଲେ। ୨୦୧୨ ଏପ୍ରିଲ୍ ୨୩ ତାରିଖରେ ସେ ସୁପ୍ରିମ୍‌କୋର୍ଟର ବିଚାରପତି ହୋଇଥିଲେ।

ସୁପ୍ରିମ୍‌କୋର୍ଟର ପ୍ରଧାନ ବିଚାରପତି ଭାବେ ସେ ୧ ବର୍ଷ ୧ ମାସ ୧୪ ଦିନ କାର୍ଯ୍ୟ କରିବେ। ୨୦୧୯ ନଭେମ୍ବର ୧୭ ତାରିଖରେ ସେ ଅବସର ଗ୍ରହଣ କରିବେ।



from Odisha Reporter https://ift.tt/2P38zsk

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages