ଜଳିଗଲା ଗଲା ୮ ବଖରା ଘର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, October 7, 2018

ଜଳିଗଲା ଗଲା ୮ ବଖରା ଘର

fire....

ଭଦ୍ରକ (ତପନ ସ୍ୱାଇଁ): ଭଦ୍ରକ ଜିଲ୍ଲା ଧମାନଗର ବ୍ଲକ୍‌ ଖଡିମାହାରା ଗାଁରେ ଗତକାଲି ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ୪ଟି ପରିବାରର ୮ ବଖରା ଘର ପୋଡ଼ି ପାଉଁଶ ହୋଇଯାଇଛି।
ଅଗ୍ନିକାଣ୍ଡରେ ଘରର ସମସ୍ତ ଆସବାବ ପତ୍ର ସହ ବାଇକ୍‌ ଓ ସାଇକେଲ୍‌ ମଧ୍ୟ ଜଳିଯାଇଛି।
ଅଗ୍ନିଶମ କର୍ମଚାରୀ ଆସି ନିଆଁକୁ ଆୟତ୍ତ କରିଥିଲେ। ଅଗ୍ନିକାଣ୍ଡର କାରଣ ଜଣାପଡ଼ିନି।
ଅଗ୍ନିକାଣ୍ଡ ଯୋଗୁଁ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଯାଇଛି।



from Odisha Reporter https://ift.tt/2zWWrnA

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages