ବସ୍‌ ଓଲଟି ୧୨ ଆହତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, October 23, 2018

ବସ୍‌ ଓଲଟି ୧୨ ଆହତ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ସ୍ଥିତ ହଂସପାଳ ବାଇପାସ୍‌ ନିକଟରେ ଏକ ବସ୍‌ ଭାରସାମ୍ୟ ହରାଇ ଓଲଟି ପଡ଼ିବାରୁ ୧୨ ଶ୍ରମିକ ଆହତ ହୋଇଛନ୍ତି। ସେମାନଙ୍କୁ ସ୍ଥାନୀୟ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ବସ୍‌ରେ ୨୦ ଊର୍ଦ୍ଧ୍ୱ ଶ୍ରମିକ ଥିଲେ। ବସ୍‌ଟି ଶ୍ରମିକମାନଙ୍କୁ ନେଇ ଶିଖରଚଣ୍ଡୀରୁ  ପିପିଲି ଅଭିମୁଖେ ଯାଉଥିଲା।

ବସ୍‌ର ଚକ ଫାଟିଯିବାରୁ ବସ୍‌ଟି ଭାରସାମ୍ୟ ହରାଇ ଡିଭାଇଡରରେ ପିଟି ହୋଇ ଓଲଟି ପଡ଼ିଥିଲା। ଏହି ଦୁର୍ଘଟଣାଟି  ଆଜି ପ୍ରାୟ ୯ଟା ୧୫ରୁ ୯ଟା ୩୦ ମଧ୍ୟରେ ଘଟିଥିଲା।



from Odisha Reporter https://ift.tt/2PdnmnD

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages