ତିତ୍‌ଲି ନେଇଗଲା ୮ ଜୀବନ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, October 11, 2018

ତିତ୍‌ଲି ନେଇଗଲା ୮ ଜୀବନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) ବଙ୍ଗୋପସାଗରରେ ଆସିଥିବା ବାତ୍ୟା ତିତ୍‌ଲି ଉଭୟ ଆନ୍ଧ୍ର ଓ ଓଡ଼ିଶାରେ ତାଣ୍ଡବ ମଚାଇଛି। ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ଅନେକ ସ୍ଥାନରେ ବଡ଼ ବଡ଼ ଗଛ ଉପୁଡ଼ି ପଡ଼ିଛି। ସେହିପରି ବନ୍ୟା ଯୋଗୁ କିଛି ନଦୀରେ ବନ୍ୟା ମଧ୍ୟ ଆସିଛି।

ତେବେ ଏହି ବାତ୍ୟା ଯୋଗୁ ଆନ୍ଧ୍ର ପ୍ରଦେଶରେ ୮ ଜଣଙ୍କ ମୃତ୍ୟୁ ଘଟିଛି। ଏହି ମୃତକମାନେ ବିଜୟନଗରମ୍ ଏବଂ ଶ୍ରୀକାକୁଲମ ଜିଲ୍ଲାର ହୋଇଥିବା ସୂଚନା ମିଳିଛି। ଆନ୍ଧ୍ରର ଏହି ଦୁଇ ଜିଲ୍ଲାରେ ପ୍ରବଳ କ୍ଷୟକ୍ଷତି ହୋଇଛି ।

ସେହିପରି ବିଦ୍ୟୁତ୍‌ ସରବରାହ ସମ୍ପୂର୍ଣ୍ଣ ଭାବେ ଠପ୍ ହୋଇଯାଇଛି । ସେହିଭଳି ବିଜୟନଗରମ୍ ଏବଂ ଶ୍ରୀକାକୁଲମ୍ ଜିଲ୍ଲାର ଗ୍ରାମାଞ୍ଚଳ ସହ ସହରର ଯୋଗାଯୋଗ ସଂପୂର୍ଣ୍ଣ ବିଚ୍ଛିନ୍ନ ହୋଇଛି।



from Odisha Reporter https://ift.tt/2EhroqD

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages