ଶ୍ରମିକଙ୍କ ମଜୁରି ବଢ଼ିଲା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, October 30, 2018

ଶ୍ରମିକଙ୍କ ମଜୁରି ବଢ଼ିଲା

labour

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଶ୍ରମିକଙ୍କ ଦୈନିକ ମଜୁରି ବଢ଼ାଇଲେ ରାଜ୍ୟ ସରକାର। ଅଣକୁଶଳୀ, ଅର୍ଦ୍ଧକୁଶଳୀ, କୁଶଳୀ, ଉଚ୍ଚ କୁଶଳୀ ଓ ଅଣକୁଶଳୀ ଶ୍ରମିକଙ୍କ ମଜୁରୀ ୨୦୦ରୁ ୨୮୦ ଟଙ୍କାକୁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ସେହିପରି ଅର୍ଦ୍ଧକୁଶଳୀଙ୍କ ମଜୁରୀ ୨୨୦ରୁ ୩୨୦ ଟଙ୍କାକୁ, କୁଶଳୀଙ୍କ ୨୪୦ରୁ ୩୭୦, ଉଚ୍ଚ କୁଶଳୀଙ୍କ ୨୬୦ରୁ ୪୩୦କୁ ବୃଦ୍ଧି କରାଯାଇଛି।

ରାଜ୍ୟରେ କାର୍ଯ୍ୟରତ ଶ୍ରମିକଙ୍କ ଆର୍ଥିକ ମେରୁଦଣ୍ଡକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାର ଏପରି ପଦକ୍ଷେପ ନେଇଛନ୍ତି।



from Odisha Reporter https://ift.tt/2DfduUw

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages