
ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଓଡ଼ିଶା, କୋଣାର୍କର ସୂର୍ଯ୍ୟ ମନ୍ଦିର ଓ ଜଗନ୍ନାଥ ମନ୍ଦିର ସଂପର୍କରେ ଅରୁଚିକର ମନ୍ତବ୍ୟ ଦେଇଥିବା ଅଭିଜିତ ଆୟର ମିତ୍ରଙ୍କ ଜାମିନ ଆବେଦନ ନାମଞ୍ଜୁର ହୋଇଯାଇଛି। ସୁପ୍ରିମକୋର୍ଟ ତାଙ୍କ ଜାମିନ ଆବେଦନକୁ ନାମଞ୍ଜୁର କରିଛନ୍ତି। ଧର୍ମୀୟ ଭାବନାକୁ ଆଘାତ ଦେଇଥିବାରୁ ତାଙ୍କ ଜାମିନ ନାମଞ୍ଜୁର ହୋଇଛି।
କୋଣାର୍କ ସମ୍ପର୍କରେ ଅଶାଳୀନ ମନ୍ତବ୍ୟ ଦେଇଥିବାରୁ ତାଙ୍କ ବିରୋଧରେ ମାମଲା ହୋଇଥିଲା। ଓଡ଼ିଶା ସମ୍ପର୍କରେ ଅରୁଚିକର ତଥା ବିବାଦୀୟ ମନ୍ତବ୍ୟ ମାମଲାରେ ଅଭିଜିତଙ୍କୁ ଓଡ଼ିଶା ପୁଲିସ ଗିରଫ କରିଥିଲା। ପରେ ସେ ଜାମିନରେ ଯାଇଥିଲେ।
from Odisha Reporter https://ift.tt/2NiUSnm
No comments:
Post a Comment