
ମେଷ: ଅସୁସ୍ଥ ଅନୁଭବ କରିବେ। ଖର୍ଚ୍ଚ ବଢ଼ିବ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।
ବୃଷ: ପରିବାରରେ ହସ ଖୁସିର ବାତାବରଣ ରହିବ। ବ୍ୟବସାୟରେ ଲାଭ ମିଳିବ। ଦାମ୍ପତ୍ୟ ଜୀବନ ଭଲରେ କଟିବ।
ମିଥୁନ:ମାନ-ସମ୍ମାନ ମିଳିବ। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ପିଲାଙ୍କୁ ନେଇ ଚିନ୍ତିତ ରହିବେ।
କର୍କଟ: ଘରେ ମାଙ୍ଗଳିକ କାର୍ଯ୍ୟ କରିପାରନ୍ତି। ଭାଗ୍ୟ ବୃଦ୍ଧି ହେବ। ବିଦେଶ ଯାତ୍ରା କରିପାରନ୍ତି।
ସିଂହ: ଖାଦ୍ୟପେୟ ଉପରେ ଧ୍ୟାନ ରଖନ୍ତୁ। ନକାରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ। ଧନପ୍ରାପ୍ତି ଯୋଗ ରହିଛି।
କନ୍ୟା: ଦିନଟି ଭଲରେ କଟିବ। ଯାନବାହନ କିଣିପାରନ୍ତି। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ପାରନ୍ତି।
ତୁଳା: ଜୀବନ ସାଥୀଙ୍କ ସହ ଝଗଡ଼ା ହୋଇପାରେ। ଚାକିରରେ ପଦୋନ୍ନତିର ଯୋଗ ରହିଛି। ମନୋରଞ୍ଜନ ସ୍ଥାନକୁ ଯାତ୍ରା କରିପାରନ୍ତି।
ବିଛା: କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ଆଖିରେ ଯନ୍ତ୍ରଣା ଅନୁଭବ କରିବେ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ।
ଧନୁ: ଚିନ୍ତିତ ରହିବେ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ବୁଝି ବଚାରି ନିଷ୍ପତ୍ତି ନିଅନ୍ତୁ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ।
ମକର: ଉଚ୍ଚଅଧିକାରୀଙ୍କ ସହଯୋଗ ମିଳିବ। ବନ୍ଧୁଙ୍କ ସହ ସାକ୍ଷାତ ହେବ। ସ୍ୱାଦିଷ୍ଟ ଭୋଜନ ଖାଇପାରନ୍ତି।
କୁମ୍ଭ: ବନ୍ଧୁଙ୍କ ସହ ଯାତ୍ରା କରିପାରନ୍ତି। ବିବାହ ସ୍ଥିର ହୋଇପାରେ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ପରିବାରରେ ହସ ଖୁସିର ବାତାବରଣ ରହିବ।
ମୀନ: ନକାରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ। ଆର୍ଥିକ ସ୍ଥିତି ଖରାପ ହେବ ଓ ଅଯଥା ଖର୍ଚ୍ଚାନ୍ତ ହୋଇପାରନ୍ତି। ଉପହାର ମିଳିବ।
from Odisha Reporter https://ift.tt/2R8eRqZ
No comments:
Post a Comment