ଏସ୍‌ବିଆଇ ଏଟିଏମ୍‌ରୁ ଲୁଟ୍‌ ଉଦ୍ୟମ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, October 30, 2018

ଏସ୍‌ବିଆଇ ଏଟିଏମ୍‌ରୁ ଲୁଟ୍‌ ଉଦ୍ୟମ

atm

ଖୋର୍ଦ୍ଧା(ବଳରାମ ଲେଙ୍କା): ଖୋର୍ଦ୍ଧା ଜିଲ୍ଲାରେ ମାତିଛନ୍ତି ଏଟିଏମ୍‌ ଲୁଟେରା। ଗତକାଲି ବିଳମ୍ବିତ ରାତିରେ ବାଘମାରୀ ବଜାର ଛକରେ ଥିବା ଏସ୍‌ବିଆଇ ଏଟିଏମ୍‌ରୁ ଲୁଟେରାମାନେ ଲୁଟ୍ କରିବାକୁ ଉଦ୍ୟମ କରିଥିଲେ।

ଲୁଟେରାମାନେ ଏଟିଏମ୍‌ ଭଙ୍ଗାରୁଜା କରିବା ସମୟରେ ସ୍ଥାନୀୟ ଲୋକେ ଦେଖିଥିଲେ। ଏନେଇ ସେମାନେ ପୁଲିସ୍‌କୁ ଖବର ଦେଇଥିଲେ।

ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚିଲା ପୂର୍ବରୁ ଲୁଟେରାମାନେ ସେଠାରୁ ଚମ୍ପଟ ମାରିଥିଲେ।

ଏଟିଏମରୁ ଟଙ୍କା ଚୋରି ହୋଇଛି କି ନାହିଁ ତାହା ସ୍ପଷ୍ଟ ହୋଇନାହିଁ। ଏଟିଏମ୍‌କୁ ଟାଉନ୍ ଥାନା ପୁଲିସ୍ ସିଲ୍ କରି ଦେଇଛି।



from Odisha Reporter https://ift.tt/2ESZcuE

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages