ଫଟୋରେ ଫଟୋରେ ‘ଷ୍ଟାଚ୍ୟୁ ଅଫ୍‌ ୟୁନିଟି‘ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, October 31, 2018

ଫଟୋରେ ଫଟୋରେ ‘ଷ୍ଟାଚ୍ୟୁ ଅଫ୍‌ ୟୁନିଟି‘

ନୂଆଦିଲ୍ଲୀ: ବିଶ୍ୱର ସର୍ବୋଚ୍ଚ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ୍‌ଙ୍କ ପ୍ରତିକୃତିକୁ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପିତ କରିଛନ୍ତି। ଏହି ପ୍ରତିମାଟିର ନିର୍ମାଣ ପାଖାପାଖି ୩ ବର୍ଷ ମଧ୍ୟରେ ଶେଷ ହୋଇଛି। ଏହି ୩ ବର୍ଷ ମଧ୍ୟରେ ଏହାକୁ ନେଇ ଅନେକ ଘଟଣା ଘଟିଛି। ତେବେ ଆଜି ଏଭଳି ଏକ ବିଶାଳ ପ୍ରତିମୂର୍ତ୍ତି ଲୋକାର୍ପିତ ହେବା ଇତିହାସର ସ୍ୱର୍ଣ୍ଣିମ ଅଧ୍ୟାୟରେ ଲିପିବଦ୍ଧ ହୋଇ ରହିବ। ଆସନ୍ତୁ ସେହି ବିଶାଳ ପ୍ରତିମୂର୍ତ୍ତିର ନିର୍ମାଣ ବେଳର କିଛି ଫଟୋ ଦେଖିବା।



from Odisha Reporter https://ift.tt/2JtGRmw

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages