
ଭଦ୍ରକ (ତପନ ସ୍ୱାଇଁ): ଭଦ୍ରକ ଜିଲ୍ଲା ସାବରଙ୍ଗ ସାନଗୋପାଳସାହିରେ ଗତକାଲି ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ୫ପରିବାରର ୧୫ ବଖରା ଘର ପୋଡ଼ି ପାଉଁଶ ହୋଇଯାଇଛି।
ଅଗ୍ନିଶମ କର୍ମଚାରୀ ଆସି ନିଆଁକୁ ଆୟତ୍ତ କରିଥିଲେ। ଅଗ୍ନିକାଣ୍ଡର କାରଣ ଜଣାପଡ଼ିନି।
ଅଗ୍ନିକାଣ୍ଡ ଯୋଗୁଁ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଯାଇଛି।
from Odisha Reporter https://ift.tt/2Obp2hs
No comments:
Post a Comment