ଦଶହରା ଚାନ୍ଦା ପାଇଁ ବ୍ୟବସାୟୀଙ୍କୁ ମରଣାନ୍ତକ ଆକ୍ରମଣ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, October 14, 2018

ଦଶହରା ଚାନ୍ଦା ପାଇଁ ବ୍ୟବସାୟୀଙ୍କୁ ମରଣାନ୍ତକ ଆକ୍ରମଣ

hytgfg....

ଢେଙ୍କାନାଳ(ଓଡ଼ିଶା ରିପୋର୍ଟର): ଢେଙ୍କାନାଳ ଟାଉନ୍‌ ଥାନା ଅନ୍ତର୍ଗତ କୋରିଆନ ଗାଁ ନିକଟରେ ଥିବା ଗଙ୍ଗୋତ୍ରୀ ଏଣ୍ଟରପ୍ରାଇଜର୍ସର ମାଲିକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ତାଙ୍କ ନାଁ ରାକେଶ ଆଚାର୍ଯ୍ୟ।

ଦଶହରା ଚାନ୍ଦା ପାଇଁ ତାଙ୍କୁ ଏହି ଆକ୍ରମଣ କରାଯାଇଥିବା ଜଣାପଡ଼ିଛି। ଏନେଇ ଢେଙ୍କାନାଳ ଟାଉନ ଥାନାରେ ଅଭିଯୋଗ କରାଯାଇଛି। ପୁଲିସ୍‌ ଘଟଣାର ତଦନ୍ତ କରୁଛି।



from Odisha Reporter https://ift.tt/2RNyZjk

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages