୬ ଅକ୍ଟୋବର, ଶନିବାର: ଅଧିକ ପରିଶ୍ରମ କରିବାକୁ ପଡ଼ିପାରେ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, October 5, 2018

୬ ଅକ୍ଟୋବର, ଶନିବାର: ଅଧିକ ପରିଶ୍ରମ କରିବାକୁ ପଡ଼ିପାରେ

Rasi-Fala

ମେଷ: ଅଳସୁଆ ଅନୁଭବ କରିବେ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଅଧିକ ପରିଶ୍ରମ କରି ପାରନ୍ତି। ପିଲାଙ୍କ ଭବିଷ୍ୟତ ନେଇ ଚିନ୍ତିତ ରହିବେ।

ବୃଷ: ଆତ୍ମବିଶ୍ୱାସର ସହ କାର୍ଯ୍ୟ କରିବେ। ସଫଳତା ମିଳିବ। ପରିବାର ସଦସ୍ୟଙ୍କ ସହଯୋଗ ମିଳିବ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ।

ମିଥୁନ: ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ଉଚ୍ଚ ଅଧିକାରୀଙ୍କ ଠାରୁ ପ୍ରଶଂସିତ ହେବେ। ଭାଇଙ୍କ ସହ ମତାନ୍ତର ହୋଇପାରେ। ଖର୍ଚ୍ଚ ବଢ଼ିବ।

କର୍କଟ: ଦିନଟି ଭଲରେ କଟିବ ନାହିଁ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ନକାରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ।

ସିଂହ:  ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ପରିବାରରେ ହସଖୁସିର ପରିବେଶ ରହିବ। ମାନ-ସମ୍ମାନ ମିଳିବ। କଥା ଉପରେ ସଂଯମ ରଖନ୍ତୁ।

କନ୍ୟା:  ବନ୍ଧୁଙ୍କ ସହ ଭୁଲ୍ ବୁଝାମଣା ହୋଇପାରେ। କୌଣିସି କଥାକୁ ନେଇ ଚିନ୍ତିତ ରହିବେ। ଧାର୍ମିକ କାର୍ଯ୍ୟରେ ଅର୍ଥ ଖର୍ଚ୍ଚ କରିପାରନ୍ତି।

ତୁଳା: ଦିନଟି ଭଲରେ କଟିବ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ଧନପ୍ରାପ୍ତି ଯୋଗ ରହିଛି। ବ୍ୟବସାୟରେ ଲାଭ ମିଳିବ।

ବିଚ୍ଛା: ପରିବାରରେ ହସ ଖୁସିର ପରିବେଶ ରହିବ। କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ପଦୋନ୍ନତିର ଯୋଗ ରହିଛି। ବନ୍ଧୁଙ୍କ ଠାରୁ ଉପହାର ମିଳିବ।

ଧନୁ: କାର୍ଯ୍ୟ କ୍ଷେତ୍ରରେ ସଫଳତା ମିଳିବ। ପରିବାର ସଦସ୍ୟଙ୍କ ସହ ଖୁସିରେ ସମୟ କଟିବ। ଚାକିରି ଓ ବ୍ୟବସାୟରେ ସହକର୍ମୀଙ୍କ ସହଯୋଗ ମିଳିବ।

ମକର:  ଅସୁସ୍ଥ ଅନୁଭବ କରିବେ। ଖାଦ୍ୟପେୟ ଉପରେ ଧ୍ୟାନ ଦିଅନ୍ତୁ। ଅଫିସ୍‌ରେ ଉଚ୍ଚ ଅଧିକାରୀଙ୍କ ସହ ମତାନ୍ତର ହୋଇପାରେ।

କୁମ୍ଭ: ବିପରୀତ ଲିଙ୍ଗ ବ୍ୟକ୍ତିଙ୍କ ସହ ବନ୍ଧୁତା ହୋଇପାରେ।  କୌଣସି ପର୍ଯ୍ୟଟନ ସ୍ଥାଳୀକୁ ବୁଲିବାକୁ ଯାଇ ପାରନ୍ତି। ବୈବାହିକ ଜୀବନ ଭଲରେ କଟିବ।

ମୀନ: ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ପାରନ୍ତି।  ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ। ଘରେ ପୂଜା ପାଠ କରି ପାରନ୍ତି।



from Odisha Reporter https://ift.tt/2Rs9F2i

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages