କୂଅରେ ପଡ଼ିଗଲେ ୬ ବାର୍‌ହା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, October 18, 2018

କୂଅରେ ପଡ଼ିଗଲେ ୬ ବାର୍‌ହା

sonpur

ସୋନପୁର (ରବିନ୍ଦ୍ର ହୋତା): ସୁବର୍ଣ୍ଣପୁର ଜିଲ୍ଲା ଖଲିଆପାଲି ଗାଁ ନିକଟରେ ଏକ ପରିତ୍ୟକ୍ତ କୂଅରେ ପଡ଼ି ଯାଇଛନ୍ତି ୬ଟି ବାର୍‌ହା। ଗତ ରାତିରୁ ବାର୍‌ହାମାନେ କୂଅରେ ପଡ଼ିଛନ୍ତି।

ଆଜି ସକାଳେ ଏ ବିଷୟରେ ଜଣାପଡ଼ିବା ପରେ ଗ୍ରାମବାସୀ ବନ ବିଭାଗ କର୍ମଚାରୀଙ୍କୁ ଖବର ଦେଇଥିଲେ। ସୂଚନା ପାଇବା ପରେ ବନ ବିଭାଗର ଏକ ଟିମ୍‌ ଗାଁରେ ପହଞ୍ଚି ବାର୍‌ହାମାନଙ୍କୁ ଉଦ୍ଧାର କରିବାକୁ ଉଦ୍ୟମ କରୁଛନ୍ତି।

ରିପୋର୍ଟ ଲେଖାଯିବା ପର୍ଯ୍ୟନ୍ତ ବାର୍‌ହାମାନଙ୍କୁ ଉଦ୍ଧାର ପାଇଁ ଉଦ୍ୟମ ଜାରି ରହିଛି।



from Odisha Reporter https://ift.tt/2CTD6Xa

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages