୭ଟି ଜିଲ୍ଲାରେ ବର୍ଷିବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, October 27, 2018

୭ଟି ଜିଲ୍ଲାରେ ବର୍ଷିବ

rain..8

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପଶ୍ଚିମ କେନ୍ଦ୍ର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆଜି ସନ୍ଧ୍ୟା ସୁଦ୍ଧା ଏହା ଲଘୁଚାପର ରୂପ ନେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଏହାର ପ୍ରଭାବରେ ଆଜିଠାରୁ ତିନିଦିନ ପର୍ଯ୍ୟନ୍ତ ୭ଟି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷ କରି ପୁରୀ, କେନ୍ଦ୍ରାପଡ଼ା ଓ ଜଗତସିଂହପୁରରେ ପ୍ରବଳ ବର୍ଷା ହୋଇପାରେ। ଏହାଛଡ଼ା ଗଞ୍ଜାମ, କଟକ, ନୟାଗଡ଼, ରାୟଗଡ଼ା ଏବଂ ବାଲେଶ୍ୱରରେ ବର୍ଷା ହୋଇପାରେ। ୨୯ ଓ ୩୦ ତାରିଖରେ ସମୁଦ୍ର ଅଶାନ୍ତ ରହିବ। ଏହି ସମୟରେ ସମୁଦ୍ର ଭିତରକୁ ନ ଯିବାକୁ ମତ୍ସ୍ୟଜୀବୀମାନଙ୍କୁ  କୁହାଯାଇଛି।

୩୧ ତାରିଖ ପରେ ପାଗରେ ପରିବର୍ତ୍ତନ ହେବ। ପରେ ରାଜ୍ୟରେ ଶୀତର ପ୍ରକୋପ ବଢିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

 

 



from Odisha Reporter https://ift.tt/2Ss7M6r

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages