ଶ୍ରୀମନ୍ଦିର ପରିସରର ଫଟୋ ଭାଇରାଲ୍‌ କରି ସସ୍‌ପେଣ୍ଡ ହେଲେ ପୁଲିସ ବାବୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, October 8, 2018

ଶ୍ରୀମନ୍ଦିର ପରିସରର ଫଟୋ ଭାଇରାଲ୍‌ କରି ସସ୍‌ପେଣ୍ଡ ହେଲେ ପୁଲିସ ବାବୁ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଶ୍ରୀମନ୍ଦିର ପରିସରର ଫଟୋ ଭାଇରାଲ୍‌ କରି ସସ୍‌ପେଣ୍ଡ ହେଲେ ପୁରୀ ସମୁଦ୍ରକୂଳ ଥାନାର ସବ୍ଇନ୍ସପେକ୍ଟର ଦିଲୀପ ପଣ୍ଡା। ତାଙ୍କୁ ପୁରୀ ଏସ୍‌ପି ସାର୍ଥକ ଷଡଙ୍ଗୀ ଆଜି ସସ୍‌ପେଣ୍ଡ୍‌ କରିଛନ୍ତି।

ସୋମବାର ସକାଳେ ସବ୍ଇନ୍ସପେକ୍ଟର ଦିଲୀପ ପଣ୍ଡା ତାଙ୍କ ଫେସ୍‌ବୁକ୍‌ ଆକାଉଣ୍ଟରେ ଏହି ଫଟୋକୁ ଅପଲୋଡ଼ କରିଥିଲେ। ବାଇଶି ପାହାଚରେ ପିଣ୍ଡଦାନ କରିବା ସମୟର ଫଟୋ ସାଙ୍ଗକୁ ବେଢ଼ାରେ ଛିଡ଼ା ହୋଇଥିବା  ବେଳେ କିଛି ଫଟୋକୁ ସେ ଭାଇରାଲ କରିଥିଲେ। ଏହାକୁ ନିଜ ଫେସ୍‌ବୁକ୍‌ ଆକାଉଣ୍ଟରେ ଦିଲୀପ ଅପଲୋଡ୍‌ କରିବା ପରେ ଜଣେ ପୁଲିସ ଅଧିକାରୀଙ୍କ ଏଭଳି କାର୍ଯ୍ୟକୁ ନେଇ ପ୍ରଶ୍ନ ଉଠିଥିଲା। ପରେ ତାଙ୍କୁ ପୁରୀ ଏସ୍‌ପି ନିଲମ୍ୱିତ କରିଛନ୍ତି।



from Odisha Reporter https://ift.tt/2ONbSXB

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages