ଗୋଟିଏ ପରିବାରର ୩ ଜଣଙ୍କୁ ଏସିଡ୍‌ ମାଡ଼ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, October 9, 2018

ଗୋଟିଏ ପରିବାରର ୩ ଜଣଙ୍କୁ ଏସିଡ୍‌ ମାଡ଼

acid-attack

ପାଟକୁରା (ଓଡ଼ିଶା ରିପୋର୍ଟର): କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡ଼ା ବ୍ଲକ ପାଟଳିପଙ୍କ ଗାଁରେ ଏକ ପରିବାର ଉପରେ ଏସିଡ୍‌ ମାଡ଼ ହୋଇଛି। ଏଥିରେ ୩ ଜଣ ଆହତ ହୋଇଛନ୍ତି।

ଏସିଡ୍‌ ଆଟାକ୍‌ରେ ହିମାଂଶୁ ବାରିକ, ତାଙ୍କ ପତ୍ନୀ ନମିତା ବାରିକ ଓ ଦୁଇ ବର୍ଷର ଝିଅ ଶୁଭଶ୍ରୀ ଆହତ ହୋଇଛନ୍ତି। ହିମାଂଶୁଙ୍କ ଅବସ୍ଥା ଗୁରୁତର ରହିଛି। ସମସ୍ତଙ୍କୁ ଉଦ୍ଧାର କରାଯାଇ କଟକର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ହିମାଂଶୁଙ୍କ ପରିବାର ରାତିରେ ଶୋଇଥିବା ବେଳେ କେହି ଦୁର୍ବୃତ୍ତ ଝରକା ଦେଇ ସେମାନଙ୍କ ଉପରକୁ ଏସିଡ୍‌ ମାଡ଼ କରିଥିବା ଅଭିଯୋଗ ହୋଇଛି।

ତେବେ କେଉଁ କାରଣରୁ ଏଭଳି ଘଟଣା ଘଟିଛି, ତାହା ସ୍ପଷ୍ଟ ହୋଇନାହିଁ।



from Odisha Reporter https://ift.tt/2CzbRkb

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages