ଶୋଇଥିବା ବେଳେ ଜଳିଗଲେ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, October 28, 2018

ଶୋଇଥିବା ବେଳେ ଜଳିଗଲେ

house

ଜଗତସିଂହପୁର(ଓଡ଼ିଶା ରିପୋର୍ଟର): ଜଗତସିଂହପୁର ଜିଲ୍ଲା ବାଲିକୁଦା ଥାନା ଅନ୍ତର୍ଗତ ଓଳାଶ ଗାଁରେ ଗତକାଲି ବିଳମ୍ବିତ ରାତିରେ ନିଆଁରେ ପୋଡ଼ି ହୋଇ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ଘରଟି ମଧ୍ୟ ସମ୍ପୂର୍ଣ୍ଣ ଜଳି ଯାଇଛି।

ମୃତକ ହେଲେ ନିତ୍ୟାନନ୍ଦ ଗୋଛାୟତ। ଦମକଳ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ କରିଥିଲେ।

ଗତକାଲି ବିଳମ୍ବିତ ରାତିରେ ନିତ୍ୟାନନ୍ଦ ଶୋଇଥିବା ବେଳେ ଘରେ ନିଆଁ ଲାଗି ଯାଇଥିଲା।
ଅଗ୍ନିକାଣ୍ଡର କାରଣ ଜଣାପଡ଼ିନାହିଁ।



from Odisha Reporter https://ift.tt/2OUDGKp

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages