- ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, October 16, 2018

ନୂଆଦିଲ୍ଲୀ (ଓଡ଼ିଶା ରିପୋର୍ଟର) କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସିଖବର। ଜେନେରାଲ୍ ପ୍ରୋଭିଡେଣ୍ଟ୍ ଫଣ୍ଡ୍(ଜିପିଏଫ୍) ସହିତ ଅନ୍ୟକେତେକ ସ୍ୱଳ୍ପ ସଞ୍ଚୟ ଜମାରେ ସରକାର ସୁଧହାର ବୃଦ୍ଧି କରିଛନ୍ତି। ପୂର୍ବରୁ ଏହା ୭.୬% ଥିବା ବେଳେ ଏବେ ୮%କୁ ବୃଦ୍ଧି ପାଇଛି।

୨୦୧୮-୧୯ ଆର୍ଥିକ ବର୍ଷର ତୃତୀୟ ତ୍ରୈମାସ( ଅକ୍ଟୋବର-ଡିସେମ୍ବର) ପାଇଁ ଏହାକୁ ବୃଦ୍ଧି କରାଯାଇଛି। ଅର୍ଥମନ୍ତ୍ରଣାଳୟ ପକ୍ଷରୁ ଜାରି ଏକ ବିବୃତିରେ ଏହା ସ୍ପଷ୍ଟ କରାଯାଇଛି। ଏହି ବର୍ଦ୍ଧିତ ସୁଧହାର କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ଲାଗୁ ହେବ ବୋଲି ସ୍ପଷ୍ଟ କରାଯାଇଛି।



from Odisha Reporter https://ift.tt/2CKni8Q

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages