ରାସ୍ତା ତଳକୁ ଓଲଟି ପଡ଼ିଲା ବସ୍‌ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, October 5, 2018

ରାସ୍ତା ତଳକୁ ଓଲଟି ପଡ଼ିଲା ବସ୍‌

bus1

ନବରଙ୍ଗପୁର(ଓଡ଼ିଶା ରିପୋର୍ଟର): ନବରଙ୍ଗପୁର ଜିଲ୍ଲା ଇନ୍ଦ୍ରାବତୀ ବ୍ରିଜ୍‌ ନିକଟରେ ଏକ ବସ୍‌ ଆଜି ଭାରସାମ୍ୟ ହରାଇ ରାସ୍ତା ତଳକୁ ଓଲଟି ପଡ଼ିଛି।

ଏଥିରେ ୭ ଜଣ ଯାତ୍ରୀ ଗୁରୁତର ହୋଇଥିବା ବେଳେ ୨୦ରୁ ଅଧିକ ଆହତ ହୋଇଛନ୍ତି।

bbbusସମସ୍ତ ଆହତ ଯାତ୍ରୀଙ୍କୁ ନବରଙ୍ଗପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଦୁଇ ଜଣ ଯାତ୍ରୀଙ୍କୁ କୋରାପୁଟ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।

ପୁଲିସ୍‌ ଓ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ଉଦ୍ଧାର କରିଥିଲେ। ପୁଲିସ୍‌ ଘଟଣାର ତଦନ୍ତ କରୁଛି।

bus3ବସ୍‌ଟି ନବରଙ୍ଗପୁରରୁ ଜୟପୁର ଅଭିମୁଖେ ଯାଉଥିଲା। ବସ୍‌ରେ ୪୫ରୁ ଅଧିକ ଯାତ୍ରୀ ଥିଲେ।

କିଛି ଯାତ୍ରୀ କହିଛନ୍ତି ଯେ ଡ୍ରାଇଭର୍‌ ଭାରି ଅନ୍ୟମନସ୍କ ହୋଇ ଗାଡ଼ି ଚଳାଉଥିଲେ।



from Odisha Reporter https://ift.tt/2OE37ir

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages