ଭାଲୁ ଆକ୍ରମଣରେ ଦୁଇ ଆହତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, November 6, 2018

ଭାଲୁ ଆକ୍ରମଣରେ ଦୁଇ ଆହତ

89

ନୀଳଗିରି (ବିଶ୍ୱମ୍ବର ଦାସ): ବାଲେଶ୍ୱର ଜିଲ୍ଲା ନୀଳଗିରିରେ ମାତିଛନ୍ତି ଭାଲୁ। ନୀଳଗିରି ଅଞ୍ଚଳର ପୃଥକ ପୃଥକ ସ୍ଥାନରେ ଭାଲୁ ଆକ୍ରମଣରେ ଦୁଇ ଜଣ ଆହତ ହୋଇଛନ୍ତି। ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଆହତମାନେ ହେଲେ ସୁମନ ଦାସ ଓ ବାରି ବେସରା।

ଚଣ୍ଡୀପୁର ଗାଁର ସୁମନଙ୍କୁ ତାଙ୍କ ଘର ପାଖ ରାସ୍ତାରେ ଦୁଇଟି ଭାଲୁ ଆକ୍ରମଣ କରିଥିଲେ। ଗ୍ରାମବାସୀ ତାଙ୍କୁ ଉଦ୍ଧାର କରି ନୀଳଗିରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ।

ସେହିପରି ସାଇଡିଂସାହିର ବାରି ବେସରା ବାଡ଼ିକୁ ଶୌଚ ପାଇଁ ଯାଇଥିବା ବେଳେ ଭାଲୁ ଆକ୍ରମଣ କରିଥିଲା। ତେବେ କୁକୁର ଭୋକିବାରୁ ଭାଲୁ ସେହି ସ୍ଥାନ ଛାଡ଼ି ଚାଲି ଯାଇଥିଲା। ତାଙ୍କୁ ମଧ୍ୟ ନୀଳଗିରି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।



from Odisha Reporter https://ift.tt/2D6CXPc

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages