କଲଭର୍ଟରେ ପିଟି ହେଲା ବାଇକ୍‌, ୨ ମୃତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, November 20, 2018

କଲଭର୍ଟରେ ପିଟି ହେଲା ବାଇକ୍‌, ୨ ମୃତ

bonai

ବଣାଇ (ରଣଜିତ ଚୌଧୁରୀ): ସୁନ୍ଦରଗଡ଼ ଜିଲ୍ଲା ଟିକାୟତପାଲ୍ଲି ଥାନ୍ତା ଅନ୍ତର୍ଗତ ଭାଲୁପାଣିରେ ସଡ଼କ ଦୁର୍ଘଟଣାରେ ଦୁଇ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଛି। ଉଭୟ ଗୋଟିଏ ବାଇକ୍‌ରେ ଯାଉଥିବା ବେଳେ ଏକ କଲଭର୍ଟରେ ପିଟି ହୋଇଯାଇଥିଲେ। ଘଟଣା ସ୍ଥଳରେ ଉଭୟଙ୍କ ମୃତ୍ୟୁ ଘଟିଥିଲା।

ମୃତକଙ୍କ ପରିଚୟ ମିଳିପାରି ନାହିଁ। ଖବର ପାଇ ପୁଲିସ୍‌ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।



from Odisha Reporter https://ift.tt/2KmYaGq

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages