ପାଠଚକ୍ରରେ ଯୋଗ ଦେବାକୁ ଯାଉଥିଲେ, ଘାଟିରେ ଓଲଟିଲା ବସ୍‌ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, November 10, 2018

ପାଠଚକ୍ରରେ ଯୋଗ ଦେବାକୁ ଯାଉଥିଲେ, ଘାଟିରେ ଓଲଟିଲା ବସ୍‌

accident

ଉମରକୋଟ(ଓଡ଼ିଶା ରିପୋର୍ଟର): ନବରଙ୍ଗପୁର ଜିଲ୍ଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଚନ୍ଦାହାଣ୍ଡି ଘାଟିରେ ସ୍କୁଲ ବସ୍ ଓଲଟି ପଡ଼ିବାରୁ ୩ ଜଣ ଛାତ୍ରଙ୍କ ମୃତ୍ୟୁ ଘଟିଛି। ଏଥିସହ ୫ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ମୃତକମାନେ ହେଲେ ଉମରକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ରର ଛାତ୍ର। ପିଲାମାନେ ପାଠଚକ୍ରରେ ଯୋଗ ଦେବାକୁ ଯାଉଥିବା ବେଳେ ଚନ୍ଦାହାଣ୍ଡି ଘାଟିରେ ବସ୍‌ଟି ଓଲଟି ଏହି ଅଘଟଣ ଘଟିଛି।

(ଅଧିକ ଖବରକୁ ଅପେକ୍ଷା କରାଯାଇଛି)



from Odisha Reporter https://ift.tt/2DfnRqQ

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages