ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପିଏସ୍ୟୁରେ କାର୍ଯ୍ୟରତ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବଢ଼ିଲା। ରାଜ୍ୟ ସରକାରଙ୍କ ଅଧୀନରେ ଥିବା ଉଦ୍ୟୋଗରେ କାର୍ଯ୍ୟରତ କର୍ମଚାରୀଙ୍କ ପାଇଁ ଆଜି ଏ ଘୋଷଣା କରାଯାଇଛି।
ରାଜ୍ୟ ସରକାର ସେମାନଙ୍କ ମହଙ୍ଗା ଭତ୍ତାକୁ ୨ ପ୍ରତିଶତ ବଢ଼ାଇଛନ୍ତି। ଏହି ବୃଦ୍ଧି ପରେ ପିଏସ୍ୟୁ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୯%କୁ ବୃଦ୍ଧି ପାଇଛି।
ବର୍ଦ୍ଧିତ ମହଙ୍ଗା ଭତ୍ତା ଜୁଲାଇ ପହିଲାରୁ ପିଛିଲା ଭାବେ ଲାଗୁ ହେବ।
from Odisha Reporter https://ift.tt/2P7Z92G
No comments:
Post a Comment