୫ ନଭେମ୍ୱର, ସୋମବାର:ପିଲାଙ୍କ ଭବିଷ୍ୟତକୁ ନେଇ ଚିନ୍ତିତ ରହିବେ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, November 4, 2018

୫ ନଭେମ୍ୱର, ସୋମବାର:ପିଲାଙ୍କ ଭବିଷ୍ୟତକୁ ନେଇ ଚିନ୍ତିତ ରହିବେ

Rasi-Fala

ମେଷ: ବ୍ୟବସାୟରେ ଲାଭ ମିଳିବ। ଆର୍ଥିକ ସ୍ଥିତି ଭଲ ରହିବ। ସୁସ୍ଥ ରହିବେ। ପିଲାଙ୍କ ଭବିଷ୍ୟତକୁ ନେଇ ଚିନ୍ତିତ ରହିବେ।

ବୃଷ: ଅଧିକ ପରିଶ୍ରମ କରିବେ। ମିଠା କଥା କହି ଲୋକଙ୍କୁ ପ୍ରଭାବିତ କରିପାରନ୍ତି। କଳା ଓ ସାହିତ୍ୟ କ୍ଷେତ୍ରରେ ରୁଚି ବଢ଼ିବ। ଖାଦ୍ୟପେୟ ଉପରେ ଧ୍ୟାନ ରଖନ୍ତୁ।

ମିଥୁନ: ଚିନ୍ତିତ ରହିବେ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ମାଆଙ୍କ ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।

କର୍କଟ: କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ମନ ପ୍ରଫୁଲ୍ଲିତ ରହିବ। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ।

ସିଂହ: ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ପରିବାରରେ ହସ ଖୁସିର ବାତାବରଣ ରହିବ। ଖର୍ଚ୍ଚ ବଢ଼ିବ।

କନ୍ୟା:ଧୌର୍ଯ୍ୟର ସହ କାର୍ଯ୍ୟ କରନ୍ତୁ। ଉଚ୍ଚଅଧିକାରୀଙ୍କ ସହଯୋଗ ମିଳିବ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ।

ତୁଳା: ଦିନଟି ଏତେଟା ଭଲରେ କଟିବ ନାହିଁ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ।

ବିଚ୍ଛା:ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ଧନପ୍ରାପ୍ତି ଯୋଗ ରହିଛି। ପର୍ଯ୍ୟଟନ ସ୍ଥାନକୁ ବୁଲିବାକୁ ଯାଇ ପାରନ୍ତି।

ଧନୁ: ମାନ-ସମ୍ମାନ ମିଳିବ। ପଦନ୍ନୋତିର ଯୋଗ ରହିଛି। ପରିବାରରେ ହସ ଖୁସିର ବାତାବରଣ ରହିବ।

ମକର: ଦାମ୍ପତ୍ୟ ଜୀବନ ଭଲରେ କଟିବ। ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ଅଳସୁଆ ଅନୁଭବ କରିବେ।

କୁମ୍ଭ:ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ମିଳିବ। ନକାରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ।

ମୀନ: ଦିନଟି ଭଲରେ କଟିବ। ପରିବାରରେ ପୂଜାପାଠର ଆୟୋଜନ କରିପାରନ୍ତି। ସ୍ୱାଦିଷ୍ଟ ଭୋଜନ କରିପାରନ୍ତି।



from Odisha Reporter https://ift.tt/2JDQajP

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages