ଗଛକଟାରେ ଜଙ୍ଗଲ ଆଇନର ଉଲ୍ଲଂଘନ ହୋଇଛି: ଏନ୍‌ଜିଟି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, November 27, 2018

ଗଛକଟାରେ ଜଙ୍ଗଲ ଆଇନର ଉଲ୍ଲଂଘନ ହୋଇଛି: ଏନ୍‌ଜିଟି

sandal atree-theft-from-ouat
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଢେଙ୍କାନାଳ ବଳରାମପୁରରେ ମଦ ଫ୍ୟାକ୍ଟ୍ରି ପାଇଁ ଗଛକଟା ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ ଲାଗିଛି ଜାତୀୟ ଗ୍ରୀନ ଟ୍ରିବ୍ୟୁନାଲ୍‌(ଏନ୍‌ଜିଟି) ଛାଟ। ଗଛକଟାରେ ଜଙ୍ଗଲ ଆଇନର ୧୯୮୦ର ଖୋଲାଖୋଲି ଉଲ୍ଲଂଘନ ହୋଇଥିବା କହିଛନ୍ତି ଏନଜିଟି। କେଉଁ ପରିସ୍ଥିତିରେ ଶହ ଶହ ମୂଲ୍ୟବାନ ଗଛ କଟା ହେଲା ସେ ନେଇ ସତ୍ୟପାଠ ଦାଖଲ କରିବାକୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଜାନୁଆରୀ ୨୧ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଦିନ ଧାର୍ଯ୍ୟ ହୋଇଛି।
 
ଢେଙ୍କାନାଳ ଜିଲ୍ଲା ବଳରାମପୁର ଝିଙ୍କରଗଡ଼ି ଜଙ୍ଗଲରୁ ଏକ ମଦ ଫାକ୍ଟ୍ରି ପାଇଁ ରାତି ଅଧିଆ ଶହ ଶହ ମୂଲ୍ୟବାନ ଗଛ କଟା ଯାଇଥିଲା। ଯାହାକୁ ନେଇ ସ୍ଥାନୀୟ ଲୋକଙ୍କର ତୀବ୍ର ଅସନ୍ତୋଷ ସାଙ୍ଗକୁ ଆକ୍ରୋଶ ଦେଖା ଦେଇଥିଲା। ଶେଷରେ ଗଛ ନକାଟିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଥିଲେ। 


from Odisha Reporter https://ift.tt/2r5ULCK

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages