୧୨ ନଭେମ୍ୱର, ସୋମବାର: ଗୁରୁଜନଙ୍କ ଆଶୀର୍ବାଦ ମିଳିବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, November 11, 2018

୧୨ ନଭେମ୍ୱର, ସୋମବାର: ଗୁରୁଜନଙ୍କ ଆଶୀର୍ବାଦ ମିଳିବ

Rasi-Fala

ମେଷ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ତରବରିଆ ହୋଇ ନିଷ୍ପତ୍ତି ନିଅନ୍ତୁ ନାହିଁ।

ବୃଷ: ଅଳସୁଆ ଅନୁଭବ କରିବେ। ଅଧିକ ପରିଶ୍ରମ କରିବେ। ଆଧ୍ୟାତ୍ମିକ ସ୍ଥାନକୁ ଯାତ୍ରା କରିପାରନ୍ତି।

ମିଥୁନ: ବିପରୀତ ଲିଙ୍ଗ ବ୍ୟକ୍ତିଙ୍କ ପ୍ରତି ଆକର୍ଷିତ ହୋଇପରନ୍ତି। ଯାନବାହନ ସୁଖ ମିଳିବ। ନୂତନ ବସ୍ତ୍ର କିଣି ପାରନ୍ତି।

କର୍କଟ: ଦିନଟି ଭଲରେ କଟିବ। ଘରେ ସୁଖ ଶାନ୍ତିର ବାତାବରଣ ରହିବ। କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ।

ସିଂହ: ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ମନ ପ୍ରଫୁଲ୍ଲିତ ରହିବ। ପିଲାମାନେ ପାଠପଢ଼ାରେ ସଫଳତା ପାଇବେ।

କନ୍ୟା:  ଦିନଟି ଭଲରେ କଟିବ ନାହିଁ। ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଖର୍ଚ୍ଚ ବଢ଼ିବ।

ତୁଳା: ପରିବାର ସଦସ୍ୟଙ୍କ ସହ କୌଣସି ବିଷୟରେ ଚର୍ଚ୍ଚା କରିପାରନ୍ତି। ଧନପ୍ରାପ୍ତିର ଯୋଗ ରହିଛି।

ବିଛା: ପରିବାର ସଦସ୍ୟଙ୍କ ସତ ମତାନ୍ତର ହୋଇପାରେ। ବନ୍ଧୁଙ୍କ ସହ ଭୁଲ ବୁଝାମଣା ହୋଇପାରେ। ପେଟରେ ଯନ୍ତ୍ରଣା ଅନୁଭବ କରିବେ।

ଧନୁ: ଆର୍ଥିକ ସ୍ଥିତି ଭଲ ରହିବ। ଧାର୍ମିକ କାର୍ଯ୍ୟରେ ଯୋଗ ଦେଇପାରନ୍ତି। ଦାମ୍ପତ୍ୟ ଜୀବନ ଭଲରେ କଟିବ।

ମକର: ଯାନବାହନ ଦୁର୍ଘଟଣାର ଯୋଗ ରହିଛି। ସତର୍କ ରୁହନ୍ତୁ। ଉଚ୍ଚ ଅଧିକାରୀଙ୍କ ସହଯୋଗ ମିଳିବ।

କୁମ୍ଭ: ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ବ୍ୟବସାୟରେ ଲାଭ ମିଳିବ। ମାନ-ସମ୍ମାନ ମିଳିବ।

ମୀନ: କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇ ପାରନ୍ତି।

 



from Odisha Reporter https://ift.tt/2QwRpnz

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages